Breaking PLUSଓଡ଼ିଶାମୁଖ୍ୟ ଖବର

୨୦୨୬-୨୭ରୁ ଲାଗୁ ହେବ ନୂଆ ସିଲାବସ୍

ଭୁବନେଶ୍ଵର: ୨୦୨୬-୨୭ରୁ ନୂଆ ସିଲାବସ୍ ଲାଗୁ ହେବ। ଏ ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ। ସେ କହିଛନ୍ତି ୨୦୨୬-୨୭ ଶିକ୍ଷାବର୍ଷରେ ନୂଆ ସିଲାବସ୍ ଲାଗୁ ହେବ। ଏନଇପି ଲାଗୁ ପରେ ସିଲାବସ୍ ପରିବର୍ତ୍ତନ ପାଇଁ କମିଟି ଗଠନ ହୋଇଛି। ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ସିଲାବସ୍ ବଦଳିବ। ଭାଷା, ସଂସ୍କୃତି ଏବଂ ଐୗତିହ୍ୟକୁ ଆଧାର କରି ନୂଆ ସିଲାବସ୍ ଆସିବ। କମିଟି ତର୍ଜମା କରୁଛି , ରାଜ୍ୟ ପାଇଁ ଯାହା ଠିକ୍ ହେବ ତାହା ସ୍ଥାନ ପାଇବ।

Show More

Related Articles

Back to top button