Breaking PLUSଓଡ଼ିଶାମୁଖ୍ୟ ଖବର
ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଜଷ୍ଟିସ ସୂର୍ଯ୍ୟକାନ୍ତ

ନୂଆଦିଲ୍ଲୀ- ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଜଷ୍ଟିସ ସୂର୍ଯ୍ୟକାନ୍ତ । ଉତ୍ତରାଧିକାରୀ ଭାବେ ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ନାଁ ସୁପାରିସ୍ କଲେ CJI ଗଭାଇ । ନଭେମ୍ବର ୨୪ରେ ପ୍ରଧାନ ବିଚାରପତି ଭାବେ ଶପଥ ନେବେ ଜଷ୍ଟିସ ସୂର୍ଯ୍ୟକାନ୍ତ ।


