Breaking PLUSଓଡ଼ିଶାମୁଖ୍ୟ ଖବର

ଆହୁରି ୧୦ ହଜାର ଶିକ୍ଷକଙ୍କୁ ନିଯୁକ୍ତି ମିଳିବ- ନିତ୍ୟାନନ୍ଦ ଗଣ୍ଡ

ଭୁବନେଶ୍ବର: ଓଡ଼ିଶାରେ ୧୮ ହଜାର ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ବିଜେପି ସରକାର ନିଯୁକ୍ତି ଦେଇଛନ୍ତି। ଆହୁରି ୧୦ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ। ଆଜି ବିଧାନସଭାରେ ଏଭଳି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button