Breaking PLUSଓଡ଼ିଶାମୁଖ୍ୟ ଖବର
ରାଜ୍ୟରେ ଏବେ ସଂପୂର୍ଣ୍ଣ ନିଶା ନିବାରଣ ପାଇଁ ପ୍ରସ୍ତାବ ନାହିଁ- ମନ୍ତ୍ରୀ
ଭୁବନେଶ୍ୱର- ରାଜ୍ୟରେ ଏବେ ସଂପୂର୍ଣ୍ଣ ନିଶା ନିବାରଣ ପାଇଁ ପ୍ରସ୍ତାବ ନାହିଁ । ଏନେଇ ସରକାରଙ୍କର କୌଣସି ପ୍ରସ୍ତାବ ନଥିବା କହିଛନ୍ତି ଅବକାରୀ ମନ୍ତ୍ରୀ । ସନାତନ ମହାକୁଡ଼ଙ୍କ ପ୍ରଶ୍ନରେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉତ୍ତର ରଖିଛନ୍ତି । ମଦ୍ୟପମାନଙ୍କୁ ପଞ୍ଜୀକରଣ କରି ବୀମାଭୁକ୍ତ କରିବା ବ୍ୟବସ୍ଥା ନଥିବା ସେ କହିଛନ୍ତି ।