Breaking PLUSଓଡ଼ିଶାଦେଶମୁଖ୍ୟ ଖବର

ସମ୍ପତ୍ତି ବିବରଣୀ ନଦେଲେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ- ସମ୍ପତ୍ତି ବିବରଣୀ ନଦେଲେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ । ସମସ୍ତ ଆଇଏଏସ୍ ଅଧିକାରୀଙ୍କୁ କେନ୍ଦ୍ର ସରକାରଙ୍କ ତାଗିଦ୍ । ଜାନୁଆରୀ ପହିଲାରୁ ୩୧ ତାରିଖ ଭିତରେ ସମ୍ପତ୍ତି ବିବରଣୀ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ନହେଲେ ପଦୋନ୍ନତି ବନ୍ଦ ସହ ଅନ୍ୟ ଶୃଙ୍ଖାଗତ କାର୍ଯ୍ୟାନୁଷ୍ଠାନ ପାଇଁ ଚେତାବନୀ ଦିଆଯାଇଛି । ମୁଖ୍ୟ ଶାସନ ସଚିବଙ୍କୁ କାର୍ମିକ ଓ ପ୍ରଶିକ୍ଷଣ ବିଭାଗର (ଡିଓପିଟି) ଚିଠି । ସମସ୍ତ ଆଇଏଏସ୍ ଅଧିକାରୀଙ୍କୁ ଅବଗତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button