Breaking PLUSଓଡ଼ିଶାମୁଖ୍ୟ ଖବର

ନବୀନ ସରକାରଙ୍କ ‘ନୂଆ ଓ’ କାର୍ଯ୍ୟକ୍ରମ ବନ୍ଦ

ଭୁବନେଶ୍ୱର- ନବୀନ ସରକାରଙ୍କ ‘ନୂଆ ଓ’ କାର୍ଯ୍ୟକ୍ରମ ବନ୍ଦ ।  ଆରମ୍ଭ ହେବ ଫାଇନାନସିଆଲ ଆସିଷ୍ଟାନ୍ସ ଟୁ ୟୁଜି ଆଣ୍ଡ ପିଜି ଷ୍ଟୁଡେଣ୍ଟସ । ସରକାର ଚଳିତ ବର୍ଷଠାରୁ ଏହି ନୂଆ ଯୋଜନା ପ୍ରଣୟନ କରିବେ । ଯୋଜନାର ନିର୍ଦ୍ଦେଶାବଳୀ ପ୍ରସ୍ତୁତି କାର୍ଯ୍ୟ ଚାଲିଥିବା କହିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂୂରଜ। ବିଧାୟକ ଚକ୍ରମଣି କହଁରଙ୍କ ପ୍ରଶ୍ନର ଉତ୍ତର ରଖି ବିଧାନସଭାରେ ଶୁକ୍ରବାର ଉଚ୍ଚଶିକ୍ଷା ମନ୍ତ୍ରୀ ଏହି ଉତ୍ତର ରଖିଛନ୍ତି । ଏହାସହ ପିଜି-ୟୁଜି ପିଲାଙ୍କୁ ଆର୍ଥିକ ସହାୟତା ଦେବା ପାଇଁ ନୂଆ ଯୋଜନା ଆସିବା ସହ ପ୍ରସ୍ତୁତି ଚାଲୁ ରହିଛି ବୋଲି ମନ୍ତ୍ରୀ କହିଛନ୍ତି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button