Breaking PLUSଓଡ଼ିଶାମୁଖ୍ୟ ଖବର

ଉପନିର୍ବାଚନରେ ୧୪ ପ୍ରାର୍ଥୀଙ୍କ ମଧ୍ୟରେ ହେବ ଲଢ଼େଇ

ଭୁବନେଶ୍ୱର- ନୂଆପଡ଼ା ଉପନିର୍ବାଚନ, ମୈଦାନରେ ୧୪ ପ୍ରାର୍ଥୀ । ଉପନିର୍ବାଚନରେ ୧୪ ପ୍ରାର୍ଥୀଙ୍କ ମଧ୍ୟରେ ହେବ ଲଢ଼େଇ । ଶେଷ ଦିନରେ କେହି ପ୍ରାର୍ଥିପତ୍ର ପ୍ରତ୍ୟାହାର କଲେନି । ମୋଟ୍ ୧୯ ଜଣ ପ୍ରାର୍ଥୀ ନାମାଙ୍କନ ଭରିଥିଲେ ଯାଞ୍ଚ ବେଳେ ୫ ଜଣଙ୍କ ପ୍ରାର୍ଥିପତ୍ର ନାକଚ ହୋଇଥିଲା ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button