Breaking PLUSଓଡ଼ିଶାମୁଖ୍ୟ ଖବର

ଓଡ଼ିଶାରେ ଡାକ୍ତର ମରୁଡ଼ି, ୬୦% ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି

ଭୁବନେଶ୍ୱର- ଓଡ଼ିଶାରେ ଡାକ୍ତର ମରୁଡ଼ି, ୬୦% ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି ରହିଛି ।ଗୃହରେ ଉତ୍ତର ରଖିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ  । ମଞ୍ଜୁରୀପ୍ରାପ୍ତ ୧୫୭୭୪ରୁ ଖାଲି ପଡ଼ିଛି ୯୫୦୩ ଡାକ୍ତର ପଦବୀ  । କାର୍ଯ୍ୟରତ ଅଛନ୍ତି ୬୨୭୧ ଡାକ୍ତର, ଏମାନଙ୍କ ଭିତରୁ ୧୧୩୫ ଠିକା ନିଯୁକ୍ତି  ।ସ୍ଥାୟୀ ନିଯୁକ୍ତି ୫୦୦୩ ଡାକ୍ତର, ୫୨୪୮ ପଦବୀ ପୂରଣ ପାଇଁ OPSCକୁ ଚିଠି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button