Breaking PLUSଓଡ଼ିଶାମୁଖ୍ୟ ଖବର

ଓଡ଼ିଶାରୁ ଦେଶର ବିଭିନ୍ନ ତୀର୍ଥସ୍ଥାନକୁ ଗଡିବ ବସ୍

ଭୁବନେଶ୍ୱର- ଦେଶର ବିଭିନ୍ନ ତୀର୍ଥସ୍ଥାନକୁ ଗଡିବ ବସ୍ ।  ଓଡିଶାରୁ ବିଭିନ୍ନ ତୀର୍ଥ ସ୍ଥାନକୁ ବସ୍ ଗଡିବା ନେଇ ପରିବହନ ମନ୍ତ୍ରୀ ସୂଚନା ଦେଇଛନ୍ତି। ମହାକୁମ୍ଭ ପାଇଁ ଏବେ ଓଡିଶାର ୪ଟି ସ୍ଥାନରୁ ବସ୍ ଗଡିବ। ସେସବୁ ସ୍ଥାନ ଗୁଡିକ ହେଉଛି ଭୁବନେଶ୍ଵର, ବ୍ରହ୍ମପୁର, ଭବାନୀପାଟଣା ଏବଂ ସମ୍ବଲପୁର। ଏହାବାଦ୍ ଅନ୍ୟ ତୀର୍ଥ ସ୍ଥାନକୁ ବି ବସ୍ ଚଳାଇବାକୁ ନିଷ୍ପତ୍ତି ହୋଇଛି।

Show More

Related Articles

Back to top button