Breaking PLUSଓଡ଼ିଶାମୁଖ୍ୟ ଖବର

ଶିକ୍ଷା କ୍ଷେତ୍ରରେ ରାଜନୈତିକ ହସ୍ତକ୍ଷେପକୁ ହାଇକୋର୍ଟଙ୍କ ନାପସନ୍ଦ

ଭୁବନେଶ୍ୱର- ଶିକ୍ଷକ ଶିକ୍ଷୟିତ୍ରୀଙ୍କ ବଦଳି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଝଟ୍‌କା  । ରାଜ୍ୟ ସରକାର କରିଥିବା ଚିଠିକୁ ଖାରଜ କଲେ ହାଇକୋର୍ଟ  । ୧୫ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ବଦଳି ପାଇଁ ସାଂସଦ, ବିଧାୟକଙ୍କୁ ଦେଇଥିଲେ କ୍ଷମତା  । ଶିକ୍ଷା କ୍ଷେତ୍ରରେ ରାଜନୈତିକ ହସ୍ତକ୍ଷେପକୁ ହାଇକୋର୍ଟଙ୍କ ନାପସନ୍ଦ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button