Breaking PLUSଓଡ଼ିଶାମୁଖ୍ୟ ଖବର

27ରୁ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର : ଅସହ୍ୟ ଗରମ ଓ ତାତିରେ ରାଜ୍ୟବାସୀ ଛଟପଟ ହେଉଛନ୍ତି। ପଶ୍ଚିମ, ଆଭ୍ୟନ୍ତରୀଣ ଓଡିଶାରେ ଆକାଶରୁ ନିଆଁ ବର୍ଷା ହେବା ଭଳି ଅନୁଭବ ହେଉଛି। ଆହୁରି ୨ ଦିନ ଏଭଳି ଅସହ୍ୟ ତାତି ଅନୁଭବ ହେବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆସନ୍ତା ୨୭ ତାରିଖରୁ ଅନେକ ସ୍ଥାନରେ କାଳବୈଶାଖୀ ସମ୍ଭାବନା ଥିବାରୁ ତାତିରୁ ଆଶ୍ୱସ୍ତି ମିଳିବା ନେଇ ଅନୁମାନ କରାଯାଉଛି । କାଳବୈଶାଖୀ ପରେ ପୁଣି ମେ’ ମାସର ପ୍ରଥମ ସପ୍ତାହରେ ଅସହ୍ୟ ଖରା, ଗରମ ହେବ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button