Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ 22 ଯାଏ କାଳବୈଶାଖୀ !

ଭୁବନେଶ୍ୱର, 18 ମାର୍ଚ୍ଚ- କାଳବୈଶାଖୀ ପ୍ରଭାବରେ ଆସନ୍ତା ୨୨ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ। ବିଶେଷ କରି ଆସନ୍ତା ୨୪ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳ ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ସମ୍ଭାବନା ରହିଛି। ଉପରୋକ୍ତ ଜିଲାଗୁଡିକ ମଧ୍ୟରୁ କିଛି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦କି.ମି. ବେଗରେ ପବନ ବହିପାରେ। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button