Breaking PLUSଓଡ଼ିଶାମୁଖ୍ୟ ଖବର

23ରେ ଲଘୁଚାପ, ପୁଣି ବର୍ଷିବ

ଭୁବନେଶ୍ୱର- ଆସନ୍ତା ୨୩ ତାରିଖ ସୁଦ୍ଧା ଉତ୍ତର-ପୂର୍ବ ବଙ୍ଗୋପସାଗର ଏବଂ ସମ୍ଭବତଃ ମିଆଁମାର ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ୪୮ ଘଣ୍ଟା ମଧ୍ୟରେ ପାରାଦ୍ବୀପ ପାଖାପାଖି ଓଡ଼ିଶା ଉପକୂଳରେ ପହଞ୍ଚିବ। ପରବର୍ତ୍ତୀ ୧୨ରୁ ୨୪ ଘଣ୍ଟା ମଧ୍ୟରେ ପ୍ରାୟତଃ ସମ୍ବଲପୁର ଦେଇ ଛତିଶଗଡ ଓ ମଧ୍ୟପ୍ରଦେଶ ଆଡକୁ ମୁହାଁଇପାରେ। ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହେଲେ ସମୁଦ୍ରରେ ଅଧିକ ୨୪ ଘଣ୍ଟା ରହିବା ସମ୍ଭାବନା ରହିଛି।

Show More

Related Articles

Back to top button