Breaking PLUSଓଡ଼ିଶାମୁଖ୍ୟ ଖବର
୨୦୨୭ ଡିସେମ୍ବର ସୁଦ୍ଧା ମେଟ୍ରୋ ସାରିବାକୁ ଲକ୍ଷ୍ୟ

ଭୁବନେଶ୍ୱର- ୨୦୨୭ ଡିସେମ୍ବର ସୁଦ୍ଧା ମେଟ୍ରୋ ସାରିବାକୁ ଲକ୍ଷ୍ୟ ରଖାଯାଇଛି । ବିଧାନସଭାରେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ସୂଚନା । ‘୨୦ଟି ପ୍ରମୁଖ ସ୍ଥାନରେ ମେଟ୍ରୋ ରେଳ ଷ୍ଟେସନ କରିବେ ସରକାର’ । ‘ମେଟ୍ରୋ ପ୍ରକଳ୍ପ ଲାଗି ୨୦୨୩-୨୪ରେ ୨୧୦ କୋଟି ମଞ୍ଜୁର ହୋଇଛି’ । ‘୨୦୨୪-୨୫ରେ ୧ ହଜାର କୋଟି ମଞ୍ଜୁର କରାଯାଇଛି’ । ‘୪ ବର୍ଷ ମଧ୍ୟରେ ୨୦୨୭ ଡିସେମ୍ବର ସୁଦ୍ଧା ପ୍ରକଳ୍ପ ସାରିବା ଲକ୍ଷ୍ୟ’ ରଖାଯାଇଛି ।