Breaking PLUSଓଡ଼ିଶାମୁଖ୍ୟ ଖବର

ଓଡ଼ିଶା ପୋଲିସ୍‌ରେ ବଡ଼ ନିଯୁକ୍ତି ନେଇ ଘୋଷଣା

୭୬୬୪ ପଦବୀ ପୂରଣ ପାଇଁ OUSSSCକୁ ଚିଠି

ଭୁବନେଶ୍ୱର, 27 ମେ-ଓଡ଼ିଶା ପୋଲିସରେ ବଡ଼ ନିଯୁକ୍ତି ନେଇ ଘୋଷଣା। ୭୬୬୪ ପଦବୀ ପୂରଣ ପାଇଁ ଓ ସରକାରଙ୍କ ଗୃହ ବିଭାଗ ଦ୍ୱାରା OUSSSCକୁ ଚିଠି ଲେଖାଯାଇଛି। ୪୨୧୯ ସିଭିଲ କନେଷ୍ଟବଳ ପଦବୀ , ୨୨୧୨ OISF କନେଷ୍ଟବଳ ପଦବୀ, ୩୦୦ କନେଷ୍ଟବଳ (ଯୋଗାଯୋଗ) ଓ ୯୩୩ SI ପଦବୀ ପୂରଣ ହେବ ।

ଓଡ଼ିଶା ପୋଲିସର ସମ୍ପୂର୍ଣ୍ଣ ନିଯୁକ୍ତି ପ୍ରକ୍ରିୟା ଚାରୋଟି ପର୍ଯ୍ୟାୟରେ ହେବ। ଲିଖିତ ପରୀକ୍ଷା, ଶାରୀରିକ ପରୀକ୍ଷା, ଡାକ୍ତରୀ ପରୀକ୍ଷା ଏବଂ ଡକ୍ୟୁମେଣ୍ଟ ଯାଞ୍ଚ ପ୍ରକ୍ରିୟା। ଏହି ଶାରୀରିକ ପରୀକ୍ଷା ଯୋଗ୍ୟତା ଏବଂ ଲିଖିତ ପରୀକ୍ଷାରେ ପ୍ରାପ୍ତ ମୋଟ ମାର୍କ ଉପରେ ମେରିଟ ଲିଷ୍ଟ ଆଧାରିତ ହେବ।

Show More

Related Articles

Back to top button