Breaking PLUSଓଡ଼ିଶାମୁଖ୍ୟ ଖବର

କାଲିଠୁ ବର୍ଷା

ଭୁବନେଶ୍ୱର- ଆସୁଛି ବର୍ଷା । ପୁଣି ଭିଜିବ ଓଡିଶା । ପଶ୍ଚିମାଝଡ ସହ ଟ୍ରପ୍‌ଲାଇନ ସକ୍ରିୟ ରହିଛି । ଏହାର ପ୍ରଭାବରେ ଫେବୃଆରୀ ୨୦ରୁ ୨୩ ତାରିଖ ଅର୍ଥାତ୍‌ ଗୁରୁବାର ଠାରୁ ରବିବାର ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବା ନେଇ ବୁଧବାର ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଅର୍ଦ୍ଧାଧିକ ଜିଲାରେ ବର୍ଷା ସମ୍ଭାବନା ରହିଛି । ୨୦ ତାରିଖରେ ୩ ଜିଲାକୁ ଅରେଞ୍ଜ ଓ ୬ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button