Breaking PLUSଓଡ଼ିଶାମୁଖ୍ୟ ଖବର

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୫ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ଗତ ୨୪ ଘଣ୍ଟା ମଧ୍ୟରେ ୩୦୮୭ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୦୬୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୯ଜଣ, ନୟାଗଡ ଓ ପୁରୀରୁ ୫ ଲେଖାଏଁ, ଗଞ୍ଜାମ ଓ କେନ୍ଦୁଝରରୁ ୪ ଜଣ ଲେଖାଏଁ, ବରଗଡ ଓ ସୁନ୍ଦରଗଡରୁ ୩ ଲେଖାଏଁ, ଅନୁଗୋଳ, କଟକ, ସମ୍ବଲପୁରରୁ ୨ ଜଣ ଲେଖାଏଁ, ବାଲେଶ୍ୱର, ଢେଙ୍କାନାଳ, ଯାଜପୁର, ଝାରସୁଗୁଡା, ମୟୂରଭଞ୍ଜ, ନବରଙ୍ଗପୁରରୁ ଜଣେ ଲେଖାଏଁ ରହିଛନ୍ତି ।

Show More

Related Articles

Back to top button