Breaking PLUSଓଡ଼ିଶାମୁଖ୍ୟ ଖବର
ଦେଶରେ ଫାର୍ମା ହବ୍ ହେବ ଓଡ଼ିଶା- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର-ଫାର୍ମା ସମ୍ମିଳନୀରେ ନିବେଶକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅନୁରୋଧ । ଓଡ଼ିଶାରେ ଫାର୍ମା ସେକ୍ଟରରେ ନିବେଶ ପାଇଁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମଝୀ । ସମସ୍ତ ପ୍ରକାର ସାହାଯ୍ୟ,ସହଯୋଗ ଯୋଗାଇ ଦେବେ ସରକାର । ଦେଶରେ ଫାର୍ମା ହବ୍ ହେବ ଓଡ଼ିଶା । ଫାର୍ମା ସମ୍ମିଳନୀରେ ମୋଟ ୪୨ଟି ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି । ଏହାଦ୍ୱାରା ମୋଟ ୩୮,୪୦୬ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ।



