ଓଡ଼ିଶାମୁଖ୍ୟ ଖବର

PGT ନିଯୁକ୍ତି ନେଇ ୩ଟି ବର୍ଗର ଲିଖିତ ପରୀକ୍ଷା ବାତିଲ୍‌

ଭୁବନେଶ୍ୱର- PGT ନିଯୁକ୍ତି ନେଇ ୩ଟି ବର୍ଗର ଲିଖିତ ପରୀକ୍ଷା ବାତିଲ୍‌  । ଆଜି ହେବାକୁ ଥିବା ପରୀକ୍ଷା ବାତିଲ୍ କଲା OPSC । ପଦାର୍ଥ ବିଜ୍ଞାନ, ଗଣିତ, ଓଡ଼ିଆ ପଦବୀ ପାଇଁ ପରୀକ୍ଷା ବାତିଲ୍  । ଅପ୍ସନାଲ୍ ପେପର-୧ ଓ ପେପର-୨ ପରୀକ୍ଷା ବାତିଲ୍ ନିର୍ଦ୍ଦେଶ ଦିବଯାଇଛି । ଅନିବାର୍ଯ୍ୟ କାରଣ ଦର୍ଶାଇ ପରୀକ୍ଷା ବାତିଲ୍ କଲେ OPSC ସଂପାଦକ । ଅନ୍ୟ ଅପ୍ସନାଲ ବିଷୟ ଧାର୍ଯ୍ୟ ସୂଚୀ ଅନୁସାରେ ପରୀକ୍ଷା ହେବ  । ପରେ ବାତିଲ୍ ପରୀକ୍ଷା ତାରିଖ ନେଇ ବିଜ୍ଞପ୍ତି ବାହାରିବ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button