Breaking PLUSଓଡ଼ିଶାମୁଖ୍ୟ ଖବର

କାଲି ସକାଳ ଯାଏଁ ୨ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ୱର- କାଲି ସକାଳ ଯାଏଁ ୨ ଜିଲ୍ଲାକୁ ଅରେଞ୍ଜ ଓ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅତି ପ୍ରବଳ ବର୍ଷା ନେଇ ସୁନ୍ଦରଗଡ଼ ଓ କେନ୍ଦୁଝରକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ବର୍ଷାରେ କିଛି ସ୍ଥାନରେ ସାମୟିକ ପାଣି ଜମିବା ସହ ଭୂସ୍ଖଳନ ହୋଇପାରେ । କଚା ଘର ଭାଙ୍ଗିବା ସହ ରାସ୍ତାରେ ଯାତାୟାତ ସମସ୍ୟା ହୋଇପାରେ । ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର, ବରଗଡ଼କୁ ୟେଲୋ ୱାର୍ଣ୍ଣିଂ  । ଝାରସୁଗୁଡ଼ା ଓ ଅନୁଗୁଳକୁ ମଧ୍ୟ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button