ଓଡ଼ିଶାରାଜନୀତି

ପଦ୍ମପୁର ଉପନିର୍ବାଚନ ଫଳାଫଳ:୫ମ ରାଉଣ୍ଡରେ ୮୩୮୨ ଖଣ୍ଡ ଭୋଟରେ ଆଗୁଆ ରହିଛି ବିଜେଡି

ଆଜି ପଦ୍ମପୁର ଉପନିର୍ବାଚନ ଫଳାଫଳ । ବିଜେଡି ପ୍ରାର୍ଥୀ ବର୍ଷାରାଣୀ ସିଂ ବରିହା , ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ, କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁଙ୍କ ସମେତ ୧୦ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ହେବ ନିର୍ଦ୍ଧାରଣ । କିଏ ମାରିବ ବାଜିମାତ୍ । ଏଥିପାଇଁ ସକାଳ ୮ଟାରୁ ଆରମ୍ଭ ହୋଇଯାଇଛି ଭୋଟ ଗଣତି ପ୍ରକ୍ରିୟା । ପ୍ରଥମ, ଦ୍ୱିତୀୟ, ତୃତୀୟ, ଚତୁର୍ଥ ରାଉଣ୍ଡରେ ମଧ୍ୟ ବିଜେଡି ପ୍ରାର୍ଥୀ ଆଗୁଆ ରହିଥିବାବେଳେ ପଞ୍ଚମ ରାଉଣ୍ଡରେ ମଧ୍ୟଆଗୁଆ ରହିଛନ୍ତି ବିଜେଡି ପ୍ରାର୍ଥୀ ବର୍ଷା ସିଂହ ବରୁହା ।

୫ମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ବର୍ଷା ସିଂହ ବରିହା ୮୩୮୨ ଖଣ୍ଡ ଭୋଟରେ ଆଗୁଆ ରହିଛନ୍ତି ।

୧ମ ରାଉଣ୍ଡ :

ବିଜେଡି-୫୫୦୧

କଂଗ୍ରେସ-୨୦୬

ବିଜେପି-୩୭୮୯

ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ବର୍ଷା ସିଂହ ବରିହା ୧୭୧୨ ଖଣ୍ଡ ଭୋଟରେ ଆଗୁଆ

୨ୟ ରାଉଣ୍ଡ :

ବିଜେଡି- ୫୦୯୭

କଂଗ୍ରେସ-୧୬୦

ବିଜେପି-୩୧୯୦

୨ୟ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ବର୍ଷା ସିଂହ ବରିହା ୩୬୧୯ ଖଣ୍ଡ ଭୋଟରେ ଆଗୁଆ

୩ୟ ରାଉଣ୍ଡ :

ବିଜେଡି- ୫୩୧୮

କଂଗ୍ରେସ-୧୦୮

ବିଜେପି-୩୧୭୧

ତୃତୀୟ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ବର୍ଷା ସିଂହ ବରିହା ୫୭୬୬ ଖଣ୍ଡ ଭୋଟରେ ଆଗୁଆ ରହିଛନ୍ତି ।

୪ର୍ଥ ରାଉଣ୍ଡ :

ବିଜେଡି- ୫୯୨୧

କଂଗ୍ରେସ-୧୪୨

ବିଜେପି-୩୫୦୯

ଚତୁର୍ଥ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ବର୍ଷା ସିଂହ ବରିହା ୮୧୭୮ ଖଣ୍ଡ ଭୋଟରେ ଆଗୁଆ ରହିଛନ୍ତି ।

୫ମ ରାଉଣ୍ଡ :

ବିଜେଡି- ୪୩୬୧

କଂଗ୍ରେସ-୨୨୯

ବିଜେପି-୪୧୫୭

 

Show More

Related Articles

Back to top button