ଓଡ଼ିଶାରାଜନୀତି

ପଦ୍ମପୁର ଉପନିର୍ବାଚନ ଫଳାଫଳ:୬ରାଉଣ୍ଡ ସୁଦ୍ଧା ୩୧୮୮୬ ଖଣ୍ଡ ଭୋଟ ପାଇଛି ବିଜେଡି

ଆଜି ପଦ୍ମପୁର ଉପନିର୍ବାଚନ ଫଳାଫଳ । ବିଜେଡି ପ୍ରାର୍ଥୀ ବର୍ଷାରାଣୀ ସିଂ ବରିହା , ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ, କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁଙ୍କ ସମେତ ୧୦ ଜଣ ପ୍ରାର୍ଥୀ ଭାଗ୍ୟ ହେବ ନିର୍ଦ୍ଧାରଣ । କିଏ ମାରିବ ବାଜିମାତ୍ । ଏଥିପାଇଁ ସକାଳ ୮ଟାରୁ ଆରମ୍ଭ ହୋଇଯାଇଛି ଭୋଟ ଗଣତି ପ୍ରକ୍ରିୟା । ତେବେ ତେବେ ୬ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ୩୧୮୮୬ ଖଣ୍ଡ ଭୋଟ ପାଇଥିବା ବେଳେ ବିଜେପି ପ୍ରାର୍ଥୀ ୨୧୧୮୨ ଖଣ୍ଡ ଭୋଟ ପାଇଛନ୍ତି । ସେହିପରି କଂଗ୍ରସ ପ୍ରାର୍ଥୀ ୯୭୦ ଖଣ୍ଡ ଭୋଟ ପାଇଥିବା ବେଳେ ଅନ୍ୟାନ୍ୟ ୧୨୭୨ ଖଣ୍ଡ ଭୋଟ ପାଇଛନ୍ତି ।

ଷଷ୍ଠ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ବର୍ଷା ସିଂହ ବରିହା ୧୦୭୦୪ଖଣ୍ଡ ଭୋଟରେ ଆଗୁଆ ରହିଛନ୍ତି।

୬ଷଷ୍ଠ ରାଉଣ୍ଡ :

ବିଜେଡି- ୫୬୮୮

କଂଗ୍ରେସ-୧୨୫

ବିଜେପି-୩୩୬୬

 

Show More

Related Articles

Back to top button