Breaking PLUSଦେଶମୁଖ୍ୟ ଖବର

ଏସସିଓ ବୈଠକକୁ ପିଏମ ମୋଦିଙ୍କୁ ପାକିସ୍ତାନର ନିମନ୍ତ୍ରଣ

ନୂଆଦିଲ୍ଲୀ- ଆସନ୍ତା ଅକ୍ଟୋବର ମାସରେ ପାକିସ୍ତାନରେ ହେବାକୁ ଥିବା ସାଂଘାଇ ସହଯୋଗ ସଂଗଠନ(ଏସସିଓ) ବୈଠକକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆମନ୍ତ୍ରଣ କରିଛି ପାକିସ୍ତାନ। ଚଳିତବର୍ଷ ପାକିସ୍ତାନ ଅଧ୍ୟକ୍ଷତାରେ ଇସଲାମାବାଦଠାରେ ଅକ୍ଟୋବର ୧୫ ଏବଂ ୧୬ ତାରିଖ ଦୁଇଦିନ ଧରି ଏହି ବୈଠକ ଅନୁଷ୍ଠିତ ହେବ। ତେବେ ପ୍ରଧାନମନ୍ତ୍ରୀ ଏହି ବୈଠକରେ ଯୋଗଦେଇ ନ ପାରନ୍ତି ବୋଲି ବିଶେଷ ସୂତ୍ରରୁ ସୂଚନା ମିଳିଛି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button