Breaking PLUSଓଡ଼ିଶାମୁଖ୍ୟ ଖବର
ପଞ୍ଚୁକ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା

ପୁରୀ: ପଞ୍ଚୁକ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା କରାଯାଇଛି । କେବଳ ସିଂହଦ୍ୱାର ଦେଇ ପ୍ରବେଶ କରିପାରିବେ ଭକ୍ତ । ପୁରୀ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକରେ ନିଷ୍ପତ୍ତି ହୋଇଛି । ସିଂହଦ୍ୱାରରେ ପ୍ରବେଶ, ୩ ଦ୍ୱାର ଦେଇ ପ୍ରସ୍ଥାନ ବ୍ୟବସ୍ଥା ହୋଇଛି । ଅଁଳା ନବମୀରେ ଭୋର ୫ଟାରୁ ରାଧାପାଦ ଦର୍ଶନ ହେବ । ବିଳମ୍ବିତ ରାତ୍ରି ଯାଏଁ ଚାଲିବ ରାଧାପାଦ ଦର୍ଶନ । ଦର୍ଶନ ପାଇଁ ୧୧ ଲେନ୍ ବିଶିଷ୍ଟ ବ୍ୟାରିକେଡ୍ ବ୍ୟବସ୍ଥା କରାଯାଇଛି ।


