Breaking PLUSଓଡ଼ିଶାମୁଖ୍ୟ ଖବର

ଭିଜିଲାନ୍ସ ଜାଲରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ବରିଷ୍ଠ ଅଧିକାରୀ

ଭୁବନେଶ୍ୱର – ଭିଜିଲାନ୍ସ ଜାଲରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ବରିଷ୍ଠ ଅଧିକାରୀ । ବରିଷ୍ଠ ଅଧିକାରୀ ରମେଶ ଚନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ କରିଛି । ଭୁବନେଶ୍ୱର ଘର ସମେତ ୮ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି । ଏହି ଚଢାଉରେ 8ଜଣ ଡିଏସପି, 3 ଇନସପେକ୍ଟର, 10 ଏଏସଆଇ ଓ ଅନ୍ୟ ଷ୍ଟାଫ୍ ସାମିଲ ହୋଇଛନ୍ତି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button