Breaking PLUSଓଡ଼ିଶାମୁଖ୍ୟ ଖବର
ପଙ୍କଜ ଲୋଚନ ମହାନ୍ତି ଓସିଏ ସଭାପତି

ଓଡ଼ିଶା କ୍ରିକେଟ ଆସୋସିଏସନ(ଓସିଏ)ର ସଭାପତି ଭାବେ ପଙ୍କଜ ଲୋଚନ ମହାନ୍ତି ନିିର୍ବାଚିତ ହୋଇଛନ୍ତି। ସେ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଥିଲେ। ବବି ଦାସଙ୍କ ଇସ୍ତଫା ପରେ ଓସିଏ ସଭାପତି ପଦବୀ ଖାଲିପଡ଼ିଥିଲା। ବାରବାଟୀ ଫ୍ଲଡଲାଇଟ ବିଭ୍ରାଟ ନେଇ ନବ ନିର୍ବାଚିତ ସଭାପତି ପଙ୍କଜ ଲୋଚନ ମହାନ୍ତି କହିଛନ୍ତି ଯେ ସରକାର ମାଗିଥିବା କାରଣ ଦର୍ଶାଅ ନୋଟିସର ଉତ୍ତର ଦିଆଯାଇଛି।