Breaking PLUSଓଡ଼ିଶାମୁଖ୍ୟ ଖବର

ଅଟୋ ଏବଂ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା, 7 ମୃତ

ପାଟଣା: ବିହାର ପାଟଣା ମସୌର୍ହି ନୋରା ବ୍ରିଜରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଅଟୋ ଏବଂ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୭ ଜଣଙ୍କର ଜୀବନ ଚାଲିଯାଇଛି।  ଗତକାଲି ବିଳମ୍ବିତ ରାତିରେ ଅଟୋ ଏବଂ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ୭ ଜଣଙ୍କର ମୃତ୍ୟୁ ଘଟିଛି। ଏକାଧିକ ଲୋକ ଆହତ ହୋଇଥିବା ନେଇ ସୂଚନା ମିଳିଛି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button