Breaking PLUSଓଡ଼ିଶାମୁଖ୍ୟ ଖବର
ଗହୀରମଥାରେ କଇଁଛଙ୍କ ରେକର୍ଡ ସଂଖ୍ୟକ ଅଣ୍ଡାଦାନ

ପଟ୍ଟାମୁଣ୍ଡାଇ: ଗହୀରମଥାରେ କଇଁଛଙ୍କ ରେକର୍ଡ ସଂଖ୍ୟକ ଅଣ୍ଡାଦାନ । ୬ ଲକ୍ଷ ୬୦ ହଜାର ଅଲିଭ ରିଡଲେ କଇଁଛଙ୍କ ଅଣ୍ଡାଦାନ । ଏବର୍ଷ ମାର୍ଚ୍ଚ ୫ରୁ ୧୦ ତାରିଖ ଯାଏ କଇଁଛଙ୍କ ଗଣଅଣ୍ଡାଦାନ । ଏବର୍ଷ ମାର୍ଚ୍ଚ ୫ରୁ ୧୦ ତାରିଖ ଯାଏ ୬.୬ ଲକ୍ଷ ଅଣ୍ଡାଦାନ । ରାଜନଗର ବନଖଣ୍ଡ ଅଧିକାରୀ ସୁଦର୍ଶନ ଗୋପୀନାଥ ସୂଚନା ଦେଇଛନ୍ତି ।