Breaking PLUSଓଡ଼ିଶାମୁଖ୍ୟ ଖବର
ରାଜ୍ୟରେ ଖୁବଶୀଘ୍ର ନିଯୁକ୍ତି ପାଇବେ ସ୍ଥାୟୀ ଅଧ୍ୟାପକ

ଭୁବନେଶ୍ୱର- ରାଜ୍ୟରେ ଖୁବଶୀଘ୍ର ନିଯୁକ୍ତି ପାଇବେ ସ୍ଥାୟୀ ଅଧ୍ୟାପକ । ଏ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି କହିଲେ ଉଚ୍ଚଶିକ୍ଷା ମନ୍ତ୍ରୀ । ‘ତା ପୂର୍ବରୁ ଅନୁଦାନପ୍ରାପ୍ତ କଲେଜରେ ଶିକ୍ଷାଦାନ କରିବେ ଅବସରପ୍ରାପ୍ତ ଅଧ୍ୟାପକ । ୪୮୮ ଓ ୬୬୨ ବର୍ଗ ସରକାରୀ ଅନୁଦାନପ୍ରାପ୍ତ କଲେଜରେ ଶିକ୍ଷାଦାନ କରିବେ ।’ଆସନ୍ତା ୩୧ ସୁଦ୍ଧା HIMS ପୋର୍ଟାଲରେ ଆବେଦନ କଲେ ନିଯୁକ୍ତି ମିଳିବ’ ।



