Breaking PLUSଓଡ଼ିଶାମୁଖ୍ୟ ଖବର
ଆଜିଠୁ ଆରମ୍ଭ ହେଲା ଯୁକ୍ତ ୨ ଇଣ୍ଟରନାଲ ଆସେସମେଣ୍ଟ ପରୀକ୍ଷା

ଭୁବନେଶ୍ୱର-ଆଜିଠୁ ଆରମ୍ଭ ହେଲା ଯୁକ୍ତ ୨ ଇଣ୍ଟରନାଲ ଆସେସମେଣ୍ଟ ପରୀକ୍ଷା । ଡିସେମ୍ବର ୩୧ ଯାଏଁ ଚାଲିବ ଇଣ୍ଟରନାଲ ଆସେସମେଣ୍ଟ ପରୀକ୍ଷା । ୩ ଲକ୍ଷ ୭୩ ହଜାର ୯୧୦ ଜଣ ପରୀକ୍ଷାର୍ଥୀ ଦେବେ ପରୀକ୍ଷା । ଜାନୁଆରୀ ୨୫ ମଧ୍ୟରେ ପରୀକ୍ଷା ଖାତା ଦାଖଲ କରିବାକୁ କଲେଜକୁ ନିର୍ଦ୍ଦେଶ ଦିଆଯାଇଛି ।



