Breaking PLUSଦେଶମୁଖ୍ୟ ଖବର

ଇଡିର ପୂର୍ବତନ ମୁଖ୍ୟ ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦରେ ସାମିଲ

ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ପୂର୍ବତନ ମୁଖ୍ୟ ସଞ୍ଜୟ କୁମାର ମିଶ୍ରଙ୍କୁ ସାମିଲ୍‌ କରାଯାଇଛି। ଉତ୍ତର ପ୍ରଦେଶର ୧୯୮୪ ମସିହା ବ୍ୟାଚର ଭାରତୀୟ ରାଜସ୍ୱ ସେବା (ଆଇଆର୍‌ଏସ୍‌) ଅଧିକାରୀ ମିଶ୍ରଙ୍କୁ ସଚିବ ପଦବୀରେ ନିଯୁକ୍ତ କରାଯାଇଥିଲା। ଆପଣଙ୍କ ସୂଚନା ସକାଶେ ଜଣାଇ ଦେଉଛୁ ଯେ ଇଏସି-ପିଏମ୍‌ ହେଉଛି ଏକ ସ୍ୱାଧୀନ ସଂସ୍ଥା। ଯାହା ପ୍ରଧାନମନ୍ତ୍ରୀଙ୍କୁ ଅର୍ଥନୈତିକ ପ୍ରସଙ୍ଗରେ ପରାମର୍ଶ ଦେବାର ଦାୟିତ୍ୱ ବହନ କରେ।

Show More

Related Articles

Back to top button