Breaking PLUSଓଡ଼ିଶାଦେଶମୁଖ୍ୟ ଖବର

ନରେନ୍ଦ୍ର ମୋଦିଙ୍କ ଧନତେରସର ଶୁଭେଚ୍ଛା ଓ ଶୁଭକାମନା

ନୂଆଦିଲ୍ଲୀ- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଧନତେରସର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି । ପବିତ୍ର ଅବସରରେ ସମସ୍ତଙ୍କ ସୁଖ, ସୌଭାଗ୍ୟ ଓ ସ୍ୱାସ୍ଥ୍ୟ କାମନା କରୁଛି । ଭଗବାନ ଧନ୍ୱନ୍ତରୀ ସମସ୍ତଙ୍କ ଉପରେ ଆଶୀର୍ବାଦ ବର୍ଷା କରନ୍ତୁ  ବୋଲି କାମନା କରିଛନ୍ତି ମୋଦି ।

ଅନ୍ୟପଟେ ଧନତେରସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ।’ପ୍ରତ୍ୟେକ ପରିବାର ସୁଖ, ଶାନ୍ତି, ସମୃଦ୍ଧି ଏବଂ ଉତ୍ତମ ସ୍ୱାସ୍ଥ୍ୟ ଲାଭ କରୁ ।’ଚାଷୀ, ଶ୍ରମିକ, ମହିଳା ଓ ଯୁବପିଢ଼ିଙ୍କ ପାଇଁ ସଫଳତାର ନୂଆ ଦ୍ୱାର ଉନ୍ମୁକ୍ତ ହେଉ’ ବୋଲି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button