Breaking PLUSଦେଶମୁଖ୍ୟ ଖବରସ୍ୱତନ୍ତ୍ର
ଦୀପାବଳିର ଶୁଭେଚ୍ଛା ଜଣାଇଲେ ପିଏମ ମୋଦି

ନୂଆଦିଲ୍ଲୀ- ଆଜି ହେଉଛି ଆଲୋକର ପର୍ବ ଦୀପାବଳି । ଏହି ଅବସରରେ ଦେଶବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି ପିଏମ ମୋଦି । ସୋସିଆଲ ମିଡିଆ ଏକ୍ସରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଦେଶରେ ମୋର ସମସ୍ତ ପରିବାରଲୋକଙ୍କୁ ଦୀପାବଳିର ଅନେକ ଅନେକ ଶୁଭକାମନା ଜଣାଉଛି । ଏହି ପର୍ବ ସମସ୍ତଙ୍କ ଜୀବନରେ ଖୁସି, ଆନନ୍ଦ, ସୌହାର୍ଦ୍ଦ୍ୟ ଆଣିଦେଉ ବୋଲି କାମନା କରୁଛି ।
देश के अपने सभी परिवारजनों को दीपावली की ढेरों शुभकामनाएं।
Wishing everyone a Happy Diwali! May this special festival bring joy, prosperity and wonderful health to everyone’s lives.
— Narendra Modi (@narendramodi) November 12, 2023