Breaking PLUSଦେଶଦେଶ ବିଦେଶମୁଖ୍ୟ ଖବର

ଇରାନ ରାଷ୍ଟ୍ରପତିଙ୍କ ବିୟୋଗରେ ପିଏମ ମୋଦିଙ୍କ ଦୁଃଖ ପ୍ରକାଶ

ନୂଆଦିଲ୍ଲୀ- ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି।
ପ୍ରଧାନମନ୍ତ୍ରୀ ମୋଦି ସୋସିଆଲ ମିଡିଆ ପୋଷ୍ଟରେ ଲେଖିଛନ୍ତି ଭାରତ-ଇରାନ ଦ୍ୱିପାକ୍ଷିକ ସମ୍ପର୍କକୁ ମଜଭୁତ କରିବାରେ ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ପରିବାର ଏବଂ ଇରାନବାସୀଙ୍କୁ ମୋର ହୃଦୟରୁ ସମବେଦନ। ଏହି ଦୁଃଖରେ ଭାରତ ଇରାନ ସହିତ ଛିଡା ହୋଇଛି।

Show More

Related Articles

Back to top button