Breaking PLUSଓଡ଼ିଶାଦେଶମୁଖ୍ୟ ଖବରରାଜନୀତି
5ରେ ଓଡ଼ିଶା ଆସୁଛନ୍ତି ପିଏମ ମୋଦି

ଭୁବନେଶ୍ୱର- ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ଏମପି ଅପରାଜିତା ଷଡ଼ଙ୍ଗୀ । ସେ ତାଙ୍କ ସୋସିଆଲ ମିଡିଆରେ ସୂଚନା ଦେଇ କହିଛନ୍ତି, ଆସନ୍ତା ୫ ତାରିଖ ରାତି ୭ଟା ସମୟରେ ଭୁବନେଶ୍ବରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।