Breaking PLUSଓଡ଼ିଶାମୁଖ୍ୟ ଖବର

ସେପ୍ଟେମ୍ବର 17ରେ ଓଡ଼ିଶା ଆସିବେ ପିଏମ ମୋଦି

ଭୁବନେଶ୍ୱର- ଆସନ୍ତା ୧୭ ତାରିଖରେ ଓଡିଶା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏନେଇ ସୋମବାର ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି । ଜନତା ମଇଦାନରେ ସୁଭଦ୍ରା ଯୋଜନା ହିତାଧିକାରୀଙ୍କୁ ଟଙ୍କା ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ । ୧୭ ସୁଦ୍ଧା ଚୟନ ଯୋଗ୍ୟ ହତାଧିକାରୀଙ୍କୁ ପ୍ରଥମ ପର୍ଯ୍ୟାୟରେ ଟଙ୍କା ମିଳିବ ବୋଲି ସୂଚନା ମିଳିଛି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button