Breaking PLUSଓଡ଼ିଶାମୁଖ୍ୟ ଖବର
ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ଅବସରରେ ଆସିପାରନ୍ତି ପ୍ରଧାନମନ୍ତ୍ରୀ ମୋଦି

ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ଅବସରରେ ଆସିପାରନ୍ତି ପ୍ରଧାନମନ୍ତ୍ରୀ ମୋଦି । ଏନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ।’ବର୍ଷ ପୂର୍ତ୍ତି ଅବସରରେ ସରକାରୀ ସ୍ତରରେ ଅନେକ କାର୍ଯ୍ୟକ୍ରମ ହେବ’ ।’ଜୁନ୍ ୪ରୁ ୧୪ ତାରିଖ ମଧ୍ୟରେ ଅନେକ କାର୍ଯ୍ୟକ୍ରମ ଆୟୋଜନ ହେବ’ ।’ଓଡ଼ିଶା ଆସିବାକୁ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନିମନ୍ତ୍ରଣ କରିଛନ୍ତି’ । ପ୍ରଧାନମନ୍ତ୍ରୀ ଆସିବେ ବୋଲି ଆଶା କରୁଛୁ କହିଲେ ପୃଥ୍ବୀରାଜ ।