Breaking PLUSଦେଶମୁଖ୍ୟ ଖବରରାଜନୀତି
କାଲି 51ହଜାରରୁ ଅଧିକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ ପିଏମ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୫୧ ହଜାରରୁ ଅଧିକ ଯୁବକଙ୍କୁ ନିଯୁକ୍ତି ମେଳା ମାଧ୍ୟମରେ ନିଯୁକ୍ତି ପତ୍ର ବଣ୍ଟନ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନବ ନିଯୁକ୍ତଙ୍କୁ ମଧ୍ୟ ସମ୍ବୋଧିନ କରିବେ। ଦେଶର ୩୭ଟି ସ୍ଥାନରେ ନିଯୁକ୍ତି ମେଳା ଆୟୋଜିତ ହେବ। ଯେଉଁମାନେ ନିଯୁକ୍ତି ପତ୍ର ପାଇବେ ସେମାନଙ୍କୁ ବିଭିନ୍ନ ସରକାରୀ ମନ୍ତ୍ରଣାଳୟ ଏବଂ ବିଭାଗରେ ନିଯୁକ୍ତ କରାଯିବ।