Breaking PLUSଓଡ଼ିଶାମୁଖ୍ୟ ଖବର

ଗାଦି ମଡ଼ା ପୋଲିସ ଅଧିକାରୀଙ୍କୁ ପୋଲିସ କମିଶନରଙ୍କ ଚେତାବନୀ

ଭୁବନେଶ୍ୱର- ଗାଦି ମଡ଼ା ପୋଲିସ ଅଧିକାରୀଙ୍କୁ ପୋଲିସ କମିଶନରଙ୍କ ଚେତାବନୀ । କଟକରେ ନୂଆ ପୋଲିସ କମିଶନର ଏସ୍‌. ଦେବଦତ୍ତ ସିଂହଙ୍କ ତାଗିଦ୍‌ । କହିଲେ ପରଫରମାନ୍ସ ହେଉଛି ଆଧାର, ନ କରିପାରିଲେ ଆକ୍ସନ । ଦୀର୍ଘଦୀନରୁ ଥିବା ଅଧିକାରୀଙ୍କ ତଥ୍ୟ ନେବି କହିଲେ ସିପି  । ଲୋକଙ୍କୁ ତ୍ବରିତ ନ୍ୟାୟ ଦେବା ଉପରେ ଗୁରୁତ୍ବ ଦିଆଯିବ । ତ୍ବରିତ ନ୍ୟାୟ ସହ ଥାନାରେ ଉତ୍ତମ ବ୍ୟବହାର ଉପରେ ଗୁରୁତ୍ବ ଦେଇଛନ୍ତି କମିଶନର । ଅଭିଯୋଗକାରୀ ଥାନାର ଅତିଥି, ଉତ୍ତମ ବ୍ୟବହାର କର । ଦିନ ହେଉ କି ରାତି ତୁରନ୍ତ ଅଭିଯୋଗ ଶୁଣ ବୋଲି କମିଶନର କହିଛନ୍ତି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button