Breaking PLUSଓଡ଼ିଶାମୁଖ୍ୟ ଖବର
୨୪ ଘଣ୍ଟା ପରେ ସ୍ବାଭାବିକ ହେଲା ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି

ଭୁବନେଶ୍ୱର-ପ୍ରାୟ ୨୪ ଘଣ୍ଟା ପରେ ସ୍ବାଭାବିକ ହୋଇଛି ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି । ସମର୍ଥା ନିଯୋଗର ସହଯୋଗ ପରେ ଲିଙ୍ଗରାଜଙ୍କ ନୀତିକାନ୍ତି ସ୍ବାଭାବିକ ହୋଇଥିବା ସୂଚନା ମିଳିଛି । ସକାଳୁ ମଙ୍ଗଳ ଆଳତୀ ସମ୍ପୂର୍ଣ୍ଣ, କୋଠ ଭୋଗ ପ୍ରକ୍ରିୟା ଆରମ୍ଭ ହୋଇଛି । କାଲି ସମର୍ଥା ନିଯୋଗ ସେବାୟତ ବନ୍ଦ କରିଥିଲେ ନୀତିକାନ୍ତି ।



