Breaking PLUSଓଡ଼ିଶାମୁଖ୍ୟ ଖବର

ମୁଖ୍ୟମନ୍ତ୍ରୀ ହେବାର ସ୍ବପ୍ନ ଦେଖୁଥିବା ବ୍ୟକ୍ତି ହିଁ ହତ୍ୟାକାଣ୍ଡର ମୁଖ୍ୟ ଷଡ଼ଯନ୍ତ୍ରକାରୀ- ପ୍ରଦୀପ ପୁରୋହିତ

ଝାରସୁଗୁଡ଼ା: ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ପଛର ଖଳନାୟକମାନେ ସାମ୍ନାକୁ ଆସିବା ଦରକାର। ନବୀନଙ୍କ ପରେ ଯିଏ ମୁଖ୍ୟମନ୍ତ୍ରୀ ହେବାର ସ୍ବପ୍ନ ଦେଖୁଥିବା ବ୍ୟକ୍ତି ହିଁ ହତ୍ୟାକାଣ୍ଡର ମୁଖ୍ୟ ଷଡ଼ଯନ୍ତ୍ରକାରୀ, ତାହା ଆଜି ପ୍ରମାଣିତ ହେବାକୁ ଯାଉଛି। ଆଜି ଏଭଳି ଚାଞ୍ଚଲ୍ୟକର ବୟାନ ଦେଇଛନ୍ତି ବରିଷ୍ଠ ବିଜେପି ନେତା ତଥା ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ। ସେ କହିଛନ୍ତି, ଦୁର୍ଭାଗ୍ୟର ବିଷୟ  କ୍ଷମତା ଓ ସଂପତ୍ତି ଲୋଭରେ ସେତେବେ‌ଳେ ନବ ଦାସଙ୍କ ପରିବାର ଚୁପ୍ ରହିଲେ। ସେତେବେଳେ ତଦନ୍ତ ଠିକ୍ ବାଟରେ ଯାଉଥିବା କହିଥିଲେ। ଏନେଇ ଅଧିକ ତଦନ୍ତ ହେବାର ଆବଶ୍ୟକତା ରହିଛି।

Show More

Related Articles

Back to top button