Breaking PLUSଓଡ଼ିଶାମୁଖ୍ୟ ଖବର

ସମ୍ବିତଙ୍କୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ

ଭୁବନେଶ୍ୱର-  ସମ୍ବିତଙ୍କୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ  । ସମ୍ବିତ ଯାହା କହିଛନ୍ତି ଠିକ୍‌ କହିଛନ୍ତି, ପାଣ୍ଡିଆନ୍‌ ଆମ ନେତା ନୁହଁନ୍ତି ।ଆମର ଜଣେ ନେତା ନବୀନ ପଟ୍ଟନାୟକ । ‘ଦଳରେ ଗୋଷ୍ଠୀ କନ୍ଦଳ ନାହିଁ, ସମସ୍ତେ ଠିକ୍ ଓ ସଂଗଠିତ ଅଛନ୍ତି । ‘ଭୋଜିଭାତକୁ ଗୋଷ୍ଠୀକନ୍ଦଳ କହିବା ଠିକ୍ ନୁହେଁ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button