Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ରାଜ୍ୟସଭା ନିର୍ବାଚନ ନେଇ ପୁଣି ମୁହଁ ଖୋଲିଲେ ପ୍ରଭାତ ବିଶ୍ୱାଳ

ଭୁବନେଶ୍ୱର- ରାଜ୍ୟସଭା ନିର୍ବାଚନ ନେଇ ପୁଣି ମୁହଁ ଖୋଲିଲେ ପ୍ରଭାତ ବିଶ୍ୱାଳ  । କହିଲେ ରାଜ୍ୟ ବାହାରେ ଟ୍ରଷ୍ଟ ଗଠନ କଥା ମାନିଲେ ନବୀନ ପଟ୍ଟନାୟକ । ପୂର୍ବରୁ ୪୦ ବିଧାୟକଙ୍କ ଆଗରେ ପଚାରିବାରୁ ସଂତୃପ୍ତ ମନା କରିଥିଲେ । ନବୀନ ମାନିବା ପରେ ଆଜି ସବୁ ସତ ପଦାକୁ ଆସି ଯାଇଛି । ଗଠନ ହୋଇଥିବା ବିଜୁ ଟ୍ରଷ୍ଟର ମୁଖ୍ୟ ଭି.କେ. ପାଣ୍ଡିଆନ୍ ରହିଛନ୍ତି । ରାଜନୀତିରୁ ସନ୍ନ୍ୟାସ ନେବା ପରେ ବି ପାଣ୍ଡିଆନ୍‌ ସବୁ କିଛି କରୁଛନ୍ତି । ପୂର୍ବରୁ ପ୍ୟାରୀ ବାବୁ ସବୁ କରୁଥିଲେ, ନବୀନ କେବଳ ଦସ୍ତଖତ କରୁଥିଲେ । ପରେ ପାଣ୍ଡିଆନ୍‌ ସବୁ କିଛି କଲେ, ନବୀନ ବାବୁ ଦସ୍ତଖତ ମାରିଲେ । ଆଜି ବି ଦିଲ୍ଲୀରେ ରହି ପାଣ୍ଡିଆନ୍‌ ଗୋଟି ଚାଳନା କରୁଛନ୍ତି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button