Breaking PLUSଓଡ଼ିଶାମୁଖ୍ୟ ଖବର
ମହିଳାଙ୍କୁ ବିଭ୍ରାନ୍ତି କରନ୍ତୁନି- ପ୍ରଭାତି ପରିଡା

ଭୁବନେଶ୍ୱର- ମିଶନ ଶକ୍ତି ମହିଳାଙ୍କ ଧାରଣା ପ୍ରସଙ୍ଗରେ ପ୍ରଭାତୀ ପରିଡ଼ାଙ୍କ ପ୍ରତିକ୍ରିୟା । ଗତକାଲି ବିଧାନସଭାରେ ଏନେଇ ଚର୍ଚ୍ଚା ହୋଇଛି’ । ମହିଳାଙ୍କୁ କେହି ବିଭ୍ରାନ୍ତ କରନ୍ତୁ ନାହିଁ କହିଲେ ଉପମୁଖ୍ୟମନ୍ତ୍ରୀ । ‘କାହା କଥାରେ ପଡ଼ି ରାସ୍ତାରେ ଗଡ଼ିବା ଆବଶ୍ୟକତା ନାହିଁ’ । ‘ମହିଳାଙ୍କ ସ୍ବାର୍ଥରେ ଯାହା ଉଚିତ୍ ତାହା ପଦକ୍ଷେପ ନିଆଯିବ’ ।