Breaking PLUSଓଡ଼ିଶାମୁଖ୍ୟ ଖବର

ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ ପ୍ରୟାସକାନ୍ତି ସାମଲ ଏବଂ ପ୍ରଣିତକାନ୍ତି ସାମଲ ବିଜେପିରେ ସାମିଲ

ଭୁବନେଶ୍ୱର- ପୂର୍ବତନ ମନ୍ତ୍ରୀ ତଥା ବିଜେଡି ନେତା ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ ପ୍ରୟାସକାନ୍ତି ସାମଲ ଏବଂ ପ୍ରଣିତକାନ୍ତି ସାମଲ ବିଜେପିରେ ମିଶିଛନ୍ତି। ବାସୁଦେବପୁର ବ୍ଲକ ଅଧ୍ୟକ୍ଷ ନଗେନ୍ଦ୍ର ପ୍ରସାଦ ବିଶ୍ଵାଳ, ବନ୍ତ ବ୍ଲକ ଅଧ୍ୟକ୍ଷ ମନୋରଞ୍ଜନ ଘଡାଇ, ଭଣ୍ଡାରିପୋଖରୀର ସୁମତି ସେଠୀ ଏବଂ ଭଦ୍ରକର ଉର୍ମିଲା ନାୟକ , ୭ ସମିତି ସଭ୍ୟଙ୍କ ସମେତ ୧୫ରୁ ଅଧିକ ସରପଞ୍ଚ ଓ ନାଏବ ସରପଞ୍ଚ ମଧ୍ୟ ବିଜେପିରୁ ମିଶିଛନ୍ତି। ଭଦ୍ରକ ବିଧାୟକ ସିତାଂଶୁ ମହାପାତ୍ର ଓ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ବିଜେଡିର ୫୦ରୁ ଅଧିକ କର୍ମୀ ଓ ନେତା ବିଜେପିରେ ସାମିଲ ହୋଇଛନ୍ତି।

Show More

Related Articles

Back to top button