Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି
ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରସ୍ତୁତି ଚୂଡାନ୍ତ

ଭୁବନେଶ୍ୱର- ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ତଥା ଦେଶରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଲାଗି ସମସ୍ତ ପ୍ରସ୍ତୁତି ଚୂଡାନ୍ତ ହୋଇଛି। ଏଥିରେ ଓଡ଼ିଶାର ୪ଟି ସଂସଦୀୟ କ୍ଷେତ୍ର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ଏବଂ ଏହା ଅନ୍ତର୍ଗତ ୨୮ଟି ବିଧାନସଭା କ୍ଷେତ୍ର ପାଇଁ ଚାଲି ମେ’ ୧୩ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଏ ସମ୍ପର୍କରେ ସୂଚନା ଦେଇଛନ୍ତି।