Breaking PLUSଓଡ଼ିଶାଦେଶମୁଖ୍ୟ ଖବର
		
	
	
ରାଫେଲ ଯୁଦ୍ଧବିମାନରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ପ୍ରଥମ ରାଷ୍ଟ୍ରପତି ଭାବେ ଆଜି ରାଫେଲରୁ ଉଡାଣ ଭରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁମୁଁ । ଅପରେସନ ସିନ୍ଦୂରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିବା ରାଫେଲରେ ଉଡିଛନ୍ତି ରାଷ୍ଟ୍ରପତି । ହରିୟାଣାର ଅମ୍ବାଲା ଏୟାରବେସରୁ ରାଫେଲ ଯୁଦ୍ଧବିମାନରେ ଉଡାଣ ଭରିଛନ୍ତି ରାଷ୍ଟ୍ରପତି । ଏହି ସମୟରେ ଉପସ୍ଥିତ ରହିଥିଲେ ସଶସ୍ତ୍ର ବାହିନୀର ସର୍ବୋଚ୍ଚ କମାଣ୍ଡର ।
 
				 
					


