Breaking PLUSଓଡ଼ିଶାମୁଖ୍ୟ ଖବର

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର- ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ଆଜି ଠାରୁ ଆରମ୍ଭ ହୋଇଯାଇଛି। ମହାମହିମ ଶ୍ରୀମତୀ ମୁର୍ମୁ ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ଅପରାହ୍‌ଣ ସାଢ଼େ ୪ଟାରେ ଭୁବନେଶ୍ବରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି। ଏଠାରେ ପହଞ୍ଚିଲା ପରେ ଦେଶର ପ୍ରଥମ ନାଗରିକ ଦ୍ରୌପଦୀ ମୁର୍ମୁଙ୍କ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମୁଖ୍ୟ ଶାସନ ସଚିମ ମନୋଜ ଆହୁଜା, ଭୁବନେଶ୍ବର ମେୟର ସୁଲୋଚନା ଦାସ ସ୍ବାଗତ  କରିଥିଲେ। ରାଷ୍ଟ୍ରପତି ତାଙ୍କର ଏହି ୫ଦିନିଆ ଗସ୍ତରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ।

Show More

Related Articles

Back to top button