Breaking PLUSଓଡ଼ିଶାମୁଖ୍ୟ ଖବର

24ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର- ଜନ୍ମମାଟିକୁ ଆସିବେ ରାଷ୍ଟ୍ରପତି । ଆସନ୍ତା ୨୪ ତାରିଖରେ ଦୁଇ ଦିନିଆ ଗସ୍ତରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ଅବସରରେ କଣ୍ଟିଲୋ ସ୍ଥିତ ନୀଳମାଧବଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି ।

Show More

Related Articles

Back to top button