Breaking PLUSଓଡ଼ିଶାମୁଖ୍ୟ ଖବର

4ରେ ଶ୍ରୀଜୀଉଙ୍କ ଦର୍ଶନ କରିବେ ରାଷ୍ଟ୍ରପତି

ଭୁବନେଶ୍ୱର- ଆସନ୍ତା ୪ ତାରିଖରେ ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ପରିପ୍ରେକ୍ଷୀରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମଙ୍ଗଳବାର ଛତିଶା ନିଯୋଗର ବୈଠକ ହୋଇଯାଇଛି। ୪ରେ ରାଷ୍ଟ୍ରପତିଙ୍କ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କାର୍ଯ୍ୟକ୍ରମ ଥିବାରୁ ଠାକୁରଙ୍କ ସମସ୍ତ ନୀତିକାନ୍ତି ଯେଭଳି ସୂଚାରୁରୂପେ ହେବ ସେନେଇ ଛତିଶା ନିଯୋଗର ସହଯୋଗ ଲୋଡ଼ିଛି ଶ୍ରୀମନ୍ଦିର ପ୍ରଶାସନ।

Show More

Related Articles

Back to top button